ଗୀତସଂହିତା 18:22 - ପବିତ୍ର ବାଇବଲ22 ମୁଁ ସବୁବେଳେ ସଦାପ୍ରଭୁଙ୍କ ନିଷ୍ପତ୍ତିକୁ ମାନି ଆସିଛି। ମୁଁ ତାଙ୍କ ବ୍ୟବସ୍ଥାଗୁଡ଼ିକୁ ପାଳନ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ। Viz kapitolaଓଡିଆ ବାଇବେଲ22 ଆଉ, ତାହାଙ୍କ ଶାସନସବୁ ମୋ’ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ। Viz kapitola |