Online Bible

- Reklamy -




ଗୀତସଂହିତା 18:24 - ପବିତ୍ର ବାଇବଲ

24 ତେଣୁ ମୋର ସଦାପ୍ରଭୁ ମୋତେ ପୁରସ୍କୃତ କଲେ କାରଣ ମୁଁ ତାଙ୍କ ଦୃଷ୍ଟିରେ ସରଳ ତଥା ନିରପରାଧ ଅଟେ। ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋ’ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇଅଛନ୍ତି।

Viz kapitola kopírovat




ଗୀତସଂହିତା 18:24

Následuj nás:

Reklamy


Reklamy