Online Bible

- Reklamy -




ଗୀତସଂହିତା 18:34 - ପବିତ୍ର ବାଇବଲ

34 ପରମେଶ୍ୱର ମୋତେ ଯୁଦ୍ଧ କରିବା ପାଇଁ ଶିକ୍ଷା ଦିଅନ୍ତି। ସେଥିପାଇଁ ମୋର ବାହୁଗୁଡ଼ିକ ଶକ୍ତ ଧନୁକୁ ବଙ୍କେଇବା ପାଇଁ ଯଥେଷ୍ଟ ବଳିଷ୍ଠ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ।

Viz kapitola kopírovat

ଓଡିଆ ବାଇବେଲ

34 ସେ ମୋ’ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋ’ ବାହୁ ପିତ୍ତଳ ଧନୁ ନୁଆଁଏ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ।

Viz kapitola kopírovat




ଗୀତସଂହିତା 18:34

Následuj nás:

Reklamy


Reklamy