ଗୀତସଂହିତା 18:44 - ପବିତ୍ର ବାଇବଲ44 ସେହି ଲୋକମାନେ ମୋ’ କଥା ଶୁଣିବେ ଓ ଖୁବ୍ ଶୀଘ୍ର ମୋତେ ମାନିବେ। ସେହି ବିଦେଶୀମାନେ ମୋତେ ଦେଖି ଭୟଭୀତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)44 ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ। Viz kapitolaଓଡିଆ ବାଇବେଲ44 ସେମାନେ ମୋର ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ। Viz kapitola |