ଗୀତସଂହିତା 18:47 - ପବିତ୍ର ବାଇବଲ47 ପରମେଶ୍ୱର ମୋ’ ପାଇଁ ମୋର ଶତ୍ରୁମାନଙ୍କୁ ଦଣ୍ଡ ଦିଅନ୍ତି। ସେ ଲୋକମାନଙ୍କୁ ମୋର ନିୟନ୍ତ୍ରଣରେ ରଖନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)47 ସେହି ପରମେଶ୍ଵର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି। Viz kapitolaଓଡିଆ ବାଇବେଲ47 ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି। Viz kapitola |