Online Bible

- Reklamy -




ଗୀତସଂହିତା 18:48 - ପବିତ୍ର ବାଇବଲ

48 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଶତ୍ରୁମାନଙ୍କ କବଳରୁ ରକ୍ଷା କରିଅଛ। ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଥିଲେ ତାଙ୍କୁ ପରାସ୍ତ କରି ମୋତେ ସାହାଯ୍ୟ କରିଛ। ତୁମ୍ଭେ ନିଷ୍ଠୁର ଲୋକମାନଙ୍କ କବଳରୁ ମୋତେ ବଞ୍ଚାଇଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

48 ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।

Viz kapitola kopírovat

ଓଡିଆ ବାଇବେଲ

48 ସେ ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।

Viz kapitola kopírovat




ଗୀତସଂହିତା 18:48

Následuj nás:

Reklamy


Reklamy