Online Bible

- Reklamy -




ଗୀତସଂହିତା 18:49 - ପବିତ୍ର ବାଇବଲ

49 ହେ ସଦାପ୍ରଭୁ, ସେଥିପାଇଁ ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରେ। ସେହି କାରଣରୁ ତୁମ୍ଭ ନାମରେ ଜୟଗାନ କରି ଗୀତ ବୋଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

49 ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।

Viz kapitola kopírovat

ଓଡିଆ ବାଇବେଲ

49 ଏହେତୁ, ହେ ସଦାପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।

Viz kapitola kopírovat




ଗୀତସଂହିତା 18:49

Následuj nás:

Reklamy


Reklamy