Online Bible

- Reklamy -




ଗୀତସଂହିତା 19:13 - ପବିତ୍ର ବାଇବଲ

13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର। ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ। ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା'ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି।

Viz kapitola kopírovat

ଓଡିଆ ବାଇବେଲ

13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।

Viz kapitola kopírovat




ଗୀତସଂହିତା 19:13

Následuj nás:

Reklamy


Reklamy