ଗୀତସଂହିତା 2:1 - ପବିତ୍ର ବାଇବଲ1 କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି? କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି? Viz kapitolaପବିତ୍ର ବାଇବଲ (Re-edited) - (BSI)1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି? Viz kapitolaଓଡିଆ ବାଇବେଲ1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡଯନ୍ତ୍ର କରନ୍ତି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି? Viz kapitola |