ଗୀତସଂହିତା 20:5 - ପବିତ୍ର ବାଇବଲ5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ। ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା। ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ଵନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ଆମ୍ଭେମାନେ ଧ୍ଵଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ। Viz kapitolaଓଡିଆ ବାଇବେଲ5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ। Viz kapitola |