ଗୀତସଂହିତା 20:7 - ପବିତ୍ର ବାଇବଲ7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି। ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 କେହି କେହି ରଥରେ ଓ କେହି କେହି ଅଶ୍ଵରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମ କୀର୍ତ୍ତନ କରିବା। Viz kapitolaଓଡିଆ ବାଇବେଲ7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ। Viz kapitola |