ଗୀତସଂହିତା 21:8 - ପବିତ୍ର ବାଇବଲ8 ହେ ପରମେଶ୍ୱର, ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ। Viz kapitolaଓଡିଆ ବାଇବେଲ8 ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ। Viz kapitola |