ଗୀତସଂହିତା 22:10 - ପବିତ୍ର ବାଇବଲ10 ମାତୃ ଗର୍ଭରୁ ଜନ୍ମଲାଭ କଲାପରଠାରୁ ମୁଁ ତୁମ୍ଭକୁ ପରମେଶ୍ୱର ବୋଲି ମାନି ଆସିଛି। ମୁଁ ମାତୃ ଗର୍ଭରୁ ବାହାରିବା ପରଠାରୁ ତୁମ୍ଭ ଯତ୍ନରେ ଲାଳିତ ପାଳିତ ହୋଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ଵର ଅଟ। Viz kapitolaଓଡିଆ ବାଇବେଲ10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ। Viz kapitola |