Online Bible

- Reklamy -




ଗୀତସଂହିତା 22:19 - ପବିତ୍ର ବାଇବଲ

19 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରିତ୍ୟାଗ କର ନାହିଁ। ତୁମ୍ଭେ ହିଁ ମୋର ଶକ୍ତି, ଶୀଘ୍ର ମୋତେ ସାହାଯ୍ୟ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ଵର ହୁଅ।

Viz kapitola kopírovat

ଓଡିଆ ବାଇବେଲ

19 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।

Viz kapitola kopírovat




ଗୀତସଂହିତା 22:19

Následuj nás:

Reklamy


Reklamy