Online Bible

- Reklamy -

ଗୀତସଂହିତା 22:23 - ପବିତ୍ର ବାଇବଲ

23 ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜୟଗାନ କର। ହେ ଯାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର। ଇସ୍ରାଏଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦେଖାଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।

Viz kapitola kopírovat

ଗୀତସଂହିତା 22:23

Následuj nás:

Reklamy

Reklamy