Online Bible

- Reklamy -




ଗୀତସଂହିତା 22:29 - ପବିତ୍ର ବାଇବଲ

29 ବଳଶାଳୀ, ସ୍ୱାସ୍ଥ୍ୟବାନ୍ ଲୋକମାନେ ଭୋଜନ କରି ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବେ। ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ୟୁବରଣ କରିବେ ଓ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି ପରମେଶ୍ୱରଙ୍କ ସମ୍ମୁଖରେ ନତ ମସ୍ତକ ହେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପୃଥିବୀସ୍ଥ ପୁଷ୍ଟ ଲୋକସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।

Viz kapitola kopírovat

ଓଡିଆ ବାଇବେଲ

29 ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।

Viz kapitola kopírovat




ଗୀତସଂହିତା 22:29

Následuj nás:

Reklamy


Reklamy