ଗୀତସଂହିତା 22:4 - ପବିତ୍ର ବାଇବଲ4 ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ୱାସ କରିଥିଲେ। ହଁ ସେମାନେ ତୁମ୍ଭକୁ ବିଶ୍ୱାସ କରୁଥିଲେ। ହେ ପରମେଶ୍ୱର, ତୁମ୍ଭେ ହିଁ ସେମାନଙ୍କୁ ଉଦ୍ଧାର କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ଵାସ କଲେ; ସେମାନେ ବିଶ୍ଵାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Viz kapitolaଓଡିଆ ବାଇବେଲ4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Viz kapitola |