ଗୀତସଂହିତା 22:5 - ପବିତ୍ର ବାଇବଲ5 ହେ ପରମେଶ୍ୱର, ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲେ ଏବଂ ସେମାନେ ଶତ୍ରୁମାନଙ୍କ କବଳରୁ ରକ୍ଷା ପାଇଲେ। ସେମାନେ ତୁମ୍ଭଙ୍କୁ ବିଶ୍ୱାସ କରିଥିବାରୁ ସେମାନେ ନିରାଶ ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ଵାସ କଲେ, ଆଉ ଲଜ୍ଜିତ ନୋହିଲେ। Viz kapitolaଓଡିଆ ବାଇବେଲ5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। Viz kapitola |