ଗୀତସଂହିତା 22:7 - ପବିତ୍ର ବାଇବଲ7 ପ୍ରତ୍ୟେକ ଯିଏ ମୋତେ ଦେଖେ ସେମାନେ ମୋର ପରିହାସ କରନ୍ତି। ସେମାନେ ଓଷ୍ଠ ଲମ୍ବାଇ ମୁଣ୍ଡ ହଲାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୋତେ ଦେଖିବା ଲୋକସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ଵାଇ, ମସ୍ତକ ହଲାଇ କହନ୍ତି, Viz kapitolaଓଡିଆ ବାଇବେଲ7 ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି, Viz kapitola |