ଗୀତସଂହିତା 25:10 - ପବିତ୍ର ବାଇବଲ10 ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି, ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ। Viz kapitolaଓଡିଆ ବାଇବେଲ10 ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ। Viz kapitola |