ଗୀତସଂହିତା 25:11 - ପବିତ୍ର ବାଇବଲ11 ହେ ସଦାପ୍ରଭୁ, ମୁଁ ଜୀବନରେ ଅନେକ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବତା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ କ୍ଷମା କର। କାରଣ ତୁମ୍ଭେ ମହାନ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼। Viz kapitolaଓଡିଆ ବାଇବେଲ11 ହେ ସଦାପ୍ରଭୁ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼। Viz kapitola |