ଗୀତସଂହିତା 25:14 - ପବିତ୍ର ବାଇବଲ14 ସଦାପ୍ରଭୁ ସର୍ବଦା ଗୁପ୍ତ ବିଷୟ ସବୁ ତାଙ୍କର ଅନୁଯୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ୟବସ୍ଥା ସବୁ ସେମାନଙ୍କୁ ନିୟମ ପ୍ରଦାନ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀ-ମାନଙ୍କଠାରେ ଥାଏନ୍ତ Viz kapitolaଓଡିଆ ବାଇବେଲ14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ। Viz kapitola |