ଗୀତସଂହିତା 25:16 - ପବିତ୍ର ବାଇବଲ16 ହେ ସଦାପ୍ରଭୁ, ମୁଁ ଆଘାତ ପ୍ରାପ୍ତ ଓ ଏକୁଟିଆ। ତୁମ୍ଭର କୃପାଦୃଷ୍ଟି ମୋ’ ଉପରେ ପକାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ। Viz kapitolaଓଡିଆ ବାଇବେଲ16 ମୋ’ ପ୍ରତି ଫେର ଓ ମୋ’ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ। Viz kapitola |