Online Bible

- Reklamy -




ଗୀତସଂହିତା 25:2 - ପବିତ୍ର ବାଇବଲ

2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କେବେ ନିରାଶ ହେବି ନାହିଁ। ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ହେ ମୋହର ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଇଅଛି, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋ’ ଉପରେ ଉଲ୍ଲାସ ନ କରନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ।

Viz kapitola kopírovat




ଗୀତସଂହିତା 25:2

Následuj nás:

Reklamy


Reklamy