ଗୀତସଂହିତା 25:3 - ପବିତ୍ର ବାଇବଲ3 ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ। କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ। ସେମାନେ କିଛି ପାଇବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ଵାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ। Viz kapitolaଓଡିଆ ବାଇବେଲ3 ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ। Viz kapitola |