ଗୀତସଂହିତା 25:5 - ପବିତ୍ର ବାଇବଲ5 ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ। ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ। ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ଵର ଅଟ; ମୁଁ ଦିନଯାକ ତୁମ୍ଭର ଅନୁସରଣ କରେ। Viz kapitolaଓଡିଆ ବାଇବେଲ5 ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋ’ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ। Viz kapitola |