ଗୀତସଂହିତା 27:11 - ପବିତ୍ର ବାଇବଲ11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି। ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର। ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ। Viz kapitolaଓଡିଆ ବାଇବେଲ11 ହେ ସଦାପ୍ରଭୁ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ। Viz kapitola |