ଗୀତସଂହିତା 27:9 - ପବିତ୍ର ବାଇବଲ9 ହେ ପରମେଶ୍ୱର, ମୋ'ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ। ମୋତେ ସାହାଯ୍ୟ କର। ମୋତେ ଦୂର କର ନାହିଁ। ମୋତେ ପରିତ୍ୟାଗ କର ନାହିଁ। ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ଵର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ। Viz kapitolaଓଡିଆ ବାଇବେଲ9 ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ। Viz kapitola |