ଗୀତସଂହିତା 28:2 - ପବିତ୍ର ବାଇବଲ2 ହେ ସଦାପ୍ରଭୁ, ମୁଁ ମୋର ଦୁଇ ହାତ ଟେକି ତୁମ୍ଭର ମହାପବିତ୍ର ସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି। ମୁଁ ଯେତେବେଳେ ତୁମ୍ଭକୁ ଡାକୁଛି। ମୋ’ ନିବେଦନ ଟିକେ ଶୁଣ। ମୋ’ ପ୍ରତି କୃପା ପ୍ରଦର୍ଶନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ପବିତ୍ର ସ୍ଥାନର ଗର୍ଭାଗାର ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର। Viz kapitolaଓଡିଆ ବାଇବେଲ2 ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋ’ ନିବେଦନର ରବ ଶ୍ରବଣ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର। Viz kapitola |