ଗୀତସଂହିତା 28:5 - ପବିତ୍ର ବାଇବଲ5 ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ। ନା, ସେମାନେ କିଛି ବୁଝନ୍ତି ନାହିଁ। ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। Viz kapitolaଓଡିଆ ବାଇବେଲ5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। Viz kapitola |