ଗୀତସଂହିତା 29:5 - ପବିତ୍ର ବାଇବଲ5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ। ସଦାପ୍ରଭୁ ଲିବାନୋନ୍ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନ୍ର ଏରସ ବୃକ୍ଷସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାନ୍ତି। Viz kapitolaଓଡିଆ ବାଇବେଲ5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି। Viz kapitola |