Online Bible

- Reklamy -




ଗୀତସଂହିତା 29:6 - ପବିତ୍ର ବାଇବଲ

6 ସେ ଲିବାନୋ‌ନ୍‌କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି। ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ୍ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।

Viz kapitola kopírovat

ଓଡିଆ ବାଇବେଲ

6 ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।

Viz kapitola kopírovat




ଗୀତସଂହିତା 29:6

Následuj nás:

Reklamy


Reklamy