ଗୀତସଂହିତା 29:9 - ପବିତ୍ର ବାଇବଲ9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ। ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି, କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି। Viz kapitolaଓଡିଆ ବାଇବେଲ9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ “ଗୌରବ, ଗୌରବ” ବୋଲି କହନ୍ତି। Viz kapitola |