Online Bible

- Reklamy -




ଗୀତସଂହିତା 30:1 - ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ। ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ। ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।

Viz kapitola kopírovat

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋ’ ଶତ୍ରୁଗଣକୁ ମୋ’ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।

Viz kapitola kopírovat




ଗୀତସଂହିତା 30:1

Následuj nás:

Reklamy


Reklamy