Online Bible

- Reklamy -




ଗୀତସଂହିତା 31:11 - ପବିତ୍ର ବାଇବଲ

11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି, ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି। ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ ଭୟ କରି ମୋ'ଠାରୁ ଦୂରେଇ ଯାଆନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟ; ନିନ୍ଦାସ୍ପଦ ଓ ଆପଣା ପରିଚିତ-ମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ।

Viz kapitola kopírovat

ଓଡିଆ ବାଇବେଲ

11 ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋ’ ନିକଟରୁ ପଳାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ।

Viz kapitola kopírovat




ଗୀତସଂହିତା 31:11

Následuj nás:

Reklamy


Reklamy