ଗୀତସଂହିତା 31:13 - ପବିତ୍ର ବାଇବଲ13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ, ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି। ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଙ୍କଳ୍ପ କଲେ। Viz kapitolaଓଡିଆ ବାଇବେଲ13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋ’ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋ’ ପ୍ରାଣ ନେବା ପାଇଁ ସଂକଳ୍ପ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ। Viz kapitola |