ଗୀତସଂହିତା 31:17 - ପବିତ୍ର ବାଇବଲ17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ତୁମ୍ଭେ ମୋତେ ନିରାଶ କରିବ ନାହିଁ। ଦୁଷ୍ଟ ଲୋକମାନେ ନିରାଶ ହେବେ। ସେମାନେ ନୀରବରେ କବରକୁ ଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ। Viz kapitolaଓଡିଆ ବାଇବେଲ17 ହେ ସଦାପ୍ରଭୁ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ। Viz kapitola |