ଗୀତସଂହିତା 31:20 - ପବିତ୍ର ବାଇବଲ20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି। ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ଵାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ। Viz kapitolaଓଡିଆ ବାଇବେଲ20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ। Viz kapitola |