ଗୀତସଂହିତା 31:21 - ପବିତ୍ର ବାଇବଲ21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ। ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି। Viz kapitolaଓଡିଆ ବାଇବେଲ21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋ’ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି। Viz kapitola |