Online Bible

- Reklamy -




ଗୀତସଂହିତା 31:4 - ପବିତ୍ର ବାଇବଲ

4 ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି। ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର। ତୁମ୍ଭେ ମୋର ନିରାପଦ ସ୍ଥଳ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଓଟାରି ନିଅ; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।

Viz kapitola kopírovat

ଓଡିଆ ବାଇବେଲ

4 ସେମାନେ ଗୋପନରେ ମୋ’ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।

Viz kapitola kopírovat




ଗୀତସଂହିତା 31:4

Následuj nás:

Reklamy


Reklamy