Online Bible

- Reklamy -




ଗୀତସଂହିତା 31:6 - ପବିତ୍ର ବାଇବଲ

6 ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ। ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଯେଉଁମାନେ ମିଥ୍ୟା ଅସାର ବିଷୟ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।

Viz kapitola kopírovat

ଓଡିଆ ବାଇବେଲ

6 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।

Viz kapitola kopírovat




ଗୀତସଂହିତା 31:6

Následuj nás:

Reklamy


Reklamy