ଗୀତସଂହିତା 31:7 - ପବିତ୍ର ବାଇବଲ7 ପରମେଶ୍ୱର ଦୟାର ସାଗର। ତେଣୁ ମୋତେ ସୁଖରେ ରଖନ୍ତି। ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ। ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ଵ ନେଇଅଛ। Viz kapitolaଓଡିଆ ବାଇବେଲ7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ୱ ନେଇଅଛ। Viz kapitola |