ଗୀତସଂହିତା 32:2 - ପବିତ୍ର ବାଇବଲ2 ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ, ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ। ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। Viz kapitolaଓଡିଆ ବାଇବେଲ2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। Viz kapitola |