ଗୀତସଂହିତା 32:9 - ପବିତ୍ର ବାଇବଲ9 ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର। କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ Viz kapitolaଓଡିଆ ବାଇବେଲ9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ। Viz kapitola |