ଗୀତସଂହିତା 33:15 - ପବିତ୍ର ବାଇବଲ15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି। ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ଆଲୋଚନା କରନ୍ତି। Viz kapitolaଓଡିଆ ବାଇବେଲ15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି। Viz kapitola |