ଗୀତସଂହିତା 33:21 - ପବିତ୍ର ବାଇବଲ21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି। ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ଵାସ କରିଅଛୁ। Viz kapitolaଓଡିଆ ବାଇବେଲ21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ। Viz kapitola |