ଗୀତସଂହିତା 34:16 - ପବିତ୍ର ବାଇବଲ16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି। ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। Viz kapitolaଓଡିଆ ବାଇବେଲ16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। Viz kapitola |