ଗୀତସଂହିତା 34:21 - ପବିତ୍ର ବାଇବଲ21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ। ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ। Viz kapitolaଓଡିଆ ବାଇବେଲ21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ। Viz kapitola |