ଗୀତସଂହିତା 34:6 - ପବିତ୍ର ବାଇବଲ6 ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। Viz kapitolaଓଡିଆ ବାଇବେଲ6 ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। Viz kapitola |