ଗୀତସଂହିତା 34:9 - ପବିତ୍ର ବାଇବଲ9 ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର। ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। Viz kapitolaଓଡିଆ ବାଇବେଲ9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। Viz kapitola |